ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଳକ ତମିଆଁ ଗ୍ରାମଠାରେ ମିନି ଷ୍ଟାଡିୟମର ଶୁଭ ଉଦ୍ଘାଟନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟ ମନ୍ତ୍ରୀ ତଥା ପାଟଣାଗଡ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଯୋଗଦେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଶୁଭ ଉଦ୍ଘାଟନ କରିଥିଲେ ।

Để lại bình luận
Địa chỉ email của bạn sẽ không được công khai. Các trường bắt buộc được đánh dấu *